• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Sunday 08 Oct 2023

ମୃଗଶିରା-ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ପରିସରର ବ୍ୟକ୍ତିବିଶେଷଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ।

ଆଦ୍ରା- ସାମାଜିକ ସ୍ତରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ଅତି ଭଲ ସମ୍ପର୍କ ଲୋକଟି ଦୂରେଇ ଯାଇ ଥିବାରୁ ମନରେ ସରସତା ରହି ନପାରେ। ଅବହେଳିତ କେତେକ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।

ପୁନର୍ବସୁ- ଆଇନ ଅଦାଲତ ତଥା ବିବାଦୀୟ କ୍ଷେତ୍ରରୁ ସୁଫଳ ପାଇବେ । କିଛି କହିବା ପୂର୍ବରୁ ପରିସ୍ଥିତିକୁ ନଜରରେ ରଖନ୍ତୁ । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :