• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Sunday 08 Oct 2023

ପୁନର୍ବସୁ- ବନ୍ଧୁମାନଙ୍କ ସାହାଯ୍ୟରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବିବାଦୀୟ ପରିସ୍ଥିତି ସାମୟିକ ମନକୁ ପ୍ରଭାବିତ କରିପାରେ । କର୍ମକ୍ଷେତ୍ରରେ ପରିସ୍ଥିତିକୁ ଲକ୍ଷ୍ୟ କରି ମନର ଭାବ ପ୍ରକାଶ କରିବାରେ ପଛେଇଯିବେ ।

ପୁଷ୍ୟା- ବିବାଦୀୟ ଘଟଣାରେ କାହା କଥା ନ ଶୁଣି ଠିକ୍ ବିଚାର କରନ୍ତୁ । ପୂର୍ବ ସମସ୍ୟାର ସମାଧାନ ହେବାରେ ପଡ଼ୋଶୀ ସାହାଯ୍ୟ କରିବେ । ପାଖରେ ଥିବା ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି ।

ଅଶ୍ଳେଷା- ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ଚିନ୍ତା କରି ପାରନ୍ତି । ମୋଟା ଅଙ୍କର ଅର୍ଥ ସଂଗ୍ରହ ସକାଶେ ସରକାରୀ ସ୍ତରରୁ ଋଣ କରିପାରନ୍ତି। ଜମିଜମା କାରବାର, ନିର୍ମାଣାଧୀନ କାର୍ଯ୍ୟ, ବାଣିଜ୍ୟ ଓ ଆନୁଷ୍ଠାନିକ କାମଶେଷ ପର୍ଯ୍ୟାୟରେ ପହଞ୍ଚିବ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :