• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Sunday 08 Oct 2023

ମଘା- ସକାଳୁ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ।

ପୂ- ଫାଲ୍‌ଗୁନୀ- ଆର୍ଥିକ ଦିଗଟି ଭଲ ହେଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ ଦୁଃଶ୍ଚିନ୍ତା ବଢ଼ିଯିବ । ପରିବାରରେ ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତାପ୍ରକଟ କରିବେ। ପରିସ୍ଥିତିକୁ ଲକ୍ଷ୍ୟ ରଖି କାମ କରିବା ଭଲ।

ଉ- ଫାଲ୍‌ଗୁନୀ- କୌଣସି ବ୍ୟକ୍ତିଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେଲେ ମଧ୍ୟ ପ୍ରକାଶ୍ୟରେ କିଛି କହିପାରିବେ ନାହିଁ । ଅଫିସିଆଲି ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :