• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Sunday 08 Oct 2023

ଚିତ୍ରା- ପାରିବାରିକ କ୍ଷେତ୍ରରେ ଟେନସନ୍ କିଛି ମାତ୍ରାରେ ଲାଗିରହିବ। କର୍ମକ୍ଷେତ୍ରରେ ପାରସ୍ପରିକ ଅସହଯୋଗ ସମସ୍ୟା ସମାଧାନର ବାଧକ ହେବ। ଅବଶ୍ୟ ଆପଣଙ୍କ କାର୍ଯ୍ୟଶୈଳୀ ଓ ବିଚାରଧାରାକୁ ଅନ୍ୟମାନେ ସହଜରେ ଗ୍ରହଣ କରିନେଇପାରେ।

ସ୍ୱାତୀ- ଅନ୍ୟ ମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ଆଜି ମନ ଚାହୁଁଥିବା ପ୍ରତ୍ୟେକ କାର୍ଯ୍ୟ ସମ୍ପନ୍ନ କରିବାରେ ସମର୍ଥ ହେବେ । ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ

ବିଶାଖା- ଆର୍ଥିକ ସୁଧାର, ନିର୍ମାଣ କାର୍ଯ୍ୟ, ଯୋଗାଯୋଗ, ଦୂରଯାତ୍ରା ପାଇଁ ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ଶତ୍ରୁତା ବାଧା ସୃଷ୍ଟି କରିପାରେ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :