• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 08 Oct 2023

ମୂଳା- ପାରିବାରିକ ସମସ୍ୟା ସମାଧାନ ପାଇଁ ତପତ୍ର ହେବେ। ପଡ଼ୋଶୀ ସ୍ୱାର୍ଥ ହାସଲ ପରିପ୍ରେକ୍ଷୀରେ ଅଯଥା ମିଥ୍ୟାରୋପ କରି କଳହ କରିପାରନ୍ତି । ଆଲୋଚନା ସମୟରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ।

ପୂ, ଷାଢା- ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢ଼ି ଯାଇପାରେ।

ଉ, ଷାଢା- ନୂତନ ଯୋଜନା ପାଇଁ କର୍ମତତ୍ପର ହୋଇ ଉଠିବେ। ପିଲାଙ୍କ କୃତିତ୍ୱ, ରଚନାମତ୍କ କାମରେ ପ୍ରଶଂସା ହେତୁ ଖୁସି ଅନୁଭବ କରିପାରନ୍ତି।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :