• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Monday 09 Oct 2023

ଅଶ୍ୱନୀ- ଅର୍ଥ ସମ୍ପର୍କ ଓ ପ୍ରଶାସନିକ ସ୍ତରରେ ସଫଳତା ଅର୍ଜନ କରିବେ । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ଶତ୍ରୁତା ମନୋଭାବ ପୋଷଣ କରି କର୍ମକ୍ଷେତ୍ରରେ କେହି ପ୍ରତିବାଦର ସ୍ୱର ଉତ୍ତୋଳନ କରିପାରନ୍ତି ।

ଦ୍ୱିଜା- ସଭା ସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ସଭାସମିତିରେ ଆପଣଙ୍କ ଯୁକ୍ତିକୁ ଅନ୍ୟମାନେ ଗ୍ରହଣ କରିବାକୁ ବାଧ୍ୟ ହେବେ।

କୃତିକା- ପୁରୁଣା ସମସ୍ୟା ଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :