• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Monday 09 Oct 2023

କୃତିକା- ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକକର୍ମୀମାନେ ବିରୋଧ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।

ରୋହିଣୀ- ପିଲାମାନଙ୍କ କଳହକୁ କେନ୍ଦ୍ର କରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଋଣ ପରିଶୋଧ କରିବାରେ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।

ମୃଗଶିରା- ମାଙ୍ଗଳିକ କିମ୍ବା ଆନୁଷ୍ଠାନିକ କାମ ସକାଶେ ବ୍ୟସ୍ତ ରହିପାରନ୍ତି । ଆପଣଙ୍କ କାର୍ଯ୍ୟ ପରିସର ବୃଦ୍ଧି ପାଇବ। ଅବଶ୍ୟ ପ୍ରତ୍ୟେକ କାମରେ ଆତ୍ମୀୟ ସ୍ୱଜନମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :