• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Monday 09 Oct 2023

ଧନିଷ୍ଠା- ପାରିବାରିକ ଯୋଜନାଗୁଡ଼ିକ ଠିକ ଭାବେ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ।

ଶତଭିଷା- କୌଶଳପୂର୍ଣ୍ଣ କଥା ଓ ସାଧାରଣ ତ୍ୟାଗ ମାଧ୍ୟମରେ କାର୍ଯ୍ୟ ହାସଲ କରିବେ। ଆନୁଷ୍ଠାନିକ କାମ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ରପ୍ତାନି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ।

ପୂ, ଭାଦ୍ରପଦ- କାହାକୁ ହେଲେ ବିରକ୍ତିଭରା କଥା କହିବା ଠିକ୍ ହେବ ନାହିଁ । ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଆବଶ୍ୟକ ଅର୍ଥ ଜଣେ ବନ୍ଧୁଙ୍କ ନିକଟରୁ ପ୍ରାପ୍ତି ହେବ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :