Advertisment

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

author-image
Prangyan Parimita
Daily Horoscope 9th October 2023:  ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।