• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Monday 09 Oct 2023

ମୃଗଶିରା- ପୂର୍ବ ନିର୍ଦ୍ଧାରିତ କୌଣସି ନୂତନ କର୍ମାରମ୍ଭ ସକାଶେ ମନ ବଳାଇବେ। ବନ୍ଧୁଙ୍କ କାମରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରତିରୋଧ ବୃଦ୍ଧି ପାଇବା ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ।

ଆଦ୍ରା-ଶତ୍ରୁମାନେ ପିଛା କରୁଥିବାରୁ କର୍ମକ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ସାମାଜିକ ସ୍ତରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରାୟୋଜିତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।

ପୁନର୍ବସୁ- ସମସ୍ୟା ଲାଗି ରହୁଥିଲେ ମଧ୍ୟ ସ୍ୱାସ୍ଥ୍ୟ ପ୍ରତି ହେଳା କରିବା ଠିକ୍ ହେବ ନାହିଁ । ଜମିଜମା, ପ୍ରଶାସନ, ସାମ୍ବାଦିକତାରେ ଦୁଶ୍ଚିନ୍ତା ଆସିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :