• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Monday 09 Oct 2023

ପୁନର୍ବସୁ- ଛୋଟ ଛୋଟ କଥାକୁ ମନ ଭିତରେ ରଖି ଅଶାନ୍ତରେ ରହିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅବହେଳା କରି ହଇରାଣ ହେବାକୁ ପଡ଼ିପାରେ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ପୁଷ୍ୟା- ପାରିବାରିକ କ୍ଷେତ୍ରରେ ଆବଶ୍ୟକତା ଅନୁଭବ କରି ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ। ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ଭିତ୍ତିରେ ସମାଧାନ ହୋଇପାରିବ। ଆଇନ ଓ ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ।

ଅଶ୍ଳେଷା- ସାମାଜିକ ସ୍ତରରେ ପତିଆରା ବୃଦ୍ଧି ପାଇଁ ଚେଷ୍ଟିତ ହେବେ। ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ପାରନ୍ତି । ମହିଳା ମାନଙ୍କ ମନୋବଳ ବୃଦ୍ଧି ଘଟିବ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :