• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Monday 09 Oct 2023

ମଘା- ଚିନ୍ତା କରିଥିବା କଥା ହାସଲ ନ ହେବା ପର୍ଯ୍ୟନ୍ତ ଅନ୍ୟ କାହା ସମ୍ମୁଖରେ ପ୍ରକାଶ କରିବା ଠିକ୍ ହେବ ନାହିଁ । ବନ୍ଧୁଙ୍କ ପ୍ରତି ସୁସମ୍ପର୍କ ରଖନ୍ତୁ , ଆପଣଙ୍କ ପ୍ରତ୍ୟେକ କାମରେ ସହାୟକ ହୋଇପାରିବ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିବ। ନିର୍ମାଣ, ପରିବହନ ଓ ପ୍ରଶାସନ ତଥା ପ୍ରକାଶନ ସ୍ତରରେ ସୁଫଳ ମିଳିବ।

ଉ- ଫାଲ୍‌ଗୁନୀ- ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳିବା ଭଲ ନତୁବା କୌଣସି ସମସ୍ୟା ଆସିପାରେ । ବିଭିନ୍ନ କାମରେ ଖଟଣି ବୃଦ୍ଧି ମାନସିକ ଅସ୍ଥିରତା ସୃଷ୍ଟି କରିବ। ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :