• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Monday 09 Oct 2023

ଉ- ଫାଲ୍‌ଗୁନୀ- କିଛି ଭଲ ଓ କିଛି ମନ୍ଦର ମିଶ୍ରିତ ଅନୁଭୂତିକୁ ନେଇ ଦିନଟି ଅତିବାହିତ ହେବ। କର୍ମକ୍ଷେତ୍ରରେ ଅତୀତ ଘଟଣା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିପାରନ୍ତି। ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିବାର ଆଶା ରହିଛି।

ହସ୍ତା- ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଅନ୍ୟଙ୍କୁ ମନେଇ କାମ କରିବାର କୌଶଳକୁ ପ୍ରୟୋଗ କରି ସକ୍ଷମ ହେବେ। ସମସ୍ୟା ସମାଧାନ କ୍ଷେତ୍ରରେ ଆନୁଷଙ୍ଗିକ ଅନୁକୂଳ ପରିସ୍ଥିତି ଅବଶ୍ୟ ସୃଷ୍ଟି ହେବ।

ଚିତ୍ରା- ଫାଇଲ୍ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :