• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Monday 09 Oct 2023

ଚିତ୍ରା- ପରିବାରରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ଭ୍ରମଣ ସୁଯୋଗ ଲାଭକରି ସାମୟିକ ଖୁସି ଅନୁଭବ କରିବେ । ନିଜ ଅବହେଳା ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଆଶଙ୍କା ଦେଖାଦେବ।

ସ୍ୱାତୀ- କର୍ମକ୍ଷେତ୍ରରେ ଆପଣଙ୍କ କାମକୁ ଅନ୍ୟ କର୍ମଚାରୀମାନେ ଅସ୍ୱୀକାର କରିପାରନ୍ତି । ଅବଶ୍ୟ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ କୌଣସି ପ୍ରତିରୋଧ ରହିବ ନାହିଁ।

ବିଶାଖା- ଅନ୍ୟମାନଙ୍କ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି । ଅଫିସ୍ କାମରେ ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । ବ୍ୟବସାୟ, ବାଣିଜ୍ୟ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ନ ହୋଇପାରେ।

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :