• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Monday 09 Oct 2023

ବିଶାଖା- ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ । ଧନ ହେତୁ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।

ଅନୁରାଧା- ମାଲିମକଦ୍ଦମାରେ ବିଜୟୀ, ବ୍ୟବସାୟରେ ଉନ୍ନତି, ରାଜନୀତିରେ ସମ୍ମାନ ପାଇବେ। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି। ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ ।

ଜ୍ୟୋଷ୍ଠା- କୌଣସି ନୂତନ କର୍ମାରମ୍ଭ ସକାଶେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି । ପ୍ରିୟ ପରିଜନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ।

ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :