• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2023: ଏହି ରାଶିର ବ୍ୟକ୍ତି ସା‍ବଧାନ, ସାଧାରଣ କଥାକୁ ନେଇ ମତାନ୍ତର ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Monday 09 Oct 2023

ଉ, ଷାଢା- ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ହେତୁ ଖୁସି ରହିବେ। ଘରେ ଆରାମ କରିବାକୁ ଆପଣଙ୍କ ପାଖରେ ପ୍ରଚୁର ସମୟ ମିଳିବ । ଜମିଜମା ବିବାଦ ସମାଧାନ ପୂର୍ବକ ସଫଳତା ହାସଲ କରିବେ।

ଶ୍ରବଣା- ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ହେତୁ ମନଟା ଭଲ ଲାଗିବ ନାହିଁ। ଆପଣଙ୍କୁ ଅତିରିକ୍ତ ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ ।

ଧନିଷ୍ଠା- ସମ୍ପର୍କୀୟଙ୍କ ସାହାଯ୍ୟ ଓ ସହଯୋଗରେ କାମ ହାସଲ କରିବେ। ଅନ୍ୟମାନଙ୍କ ବାରଣ ନ ମାନି କାମ କଲେ କୌଣସି କ୍ଷେତ୍ରରେ ଅପମାନିତ ହେବାକୁ ପଡ଼ିପାରେ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :