• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Taurus

ବୃଷ

Sunday 01 Oct 2023

କୃତିକା- କର୍ମକ୍ଷେତ୍ର ଓ ଆର୍ଥିକ ଦିଗଟି ଅନୁକୂଳ ରହିଲେ ମଧ୍ୟ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ ।

ରୋହିଣୀ- ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଦୀର୍ଘଦିନର ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ଧନ୍ଦା କରିବା ଲାଗି ମନ ବଳାଇବେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।

ମୃଗଶିରା- ଭୁଲ୍ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍ ବଦଳିଯିବ । ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :