• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Pisces

ମୀନ

Sunday 01 Oct 2023

ପୂ, ଭାଦ୍ରପଦ- କେତେକ କଷ୍ଟସାଧ୍ୟ କାର୍ଯ୍ୟ କରିବାକୁ ବାଧ୍ୟ ହୋଇପାରନ୍ତି । କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ ।

ଉ, ଭାଦ୍ରପଦ- ସାମାଜିକ ସ୍ତରରେ ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ରେ ଅଟଳ ରହିବେ । କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୋଇ ଆଜିର କାମ ସମ୍ପନ୍ନ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟକୁ ସରଳ ବିଶ୍ୱାସ କରି କାମ କଲେ ଅସୁବିଧାରେ ପଡ଼ିପାରନ୍ତି ।

ରେବତୀ- ମାଙ୍ଗଳିକ କାର୍ଯ୍ୟ, ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟ, ସତ୍ସଙ୍ଗରେ ପ୍ରଶଂସିତ ହେବେ। ଦୀର୍ଘ ଦିନର ପରିକଳ୍ପିତ ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :