• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Cancer

କର୍କଟ

Sunday 01 Oct 2023

ପୁନର୍ବସୁ- କର୍ମକ୍ଷେତ୍ରରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି । ପରିବାରର ଆର୍ଥିକ ସମସ୍ୟା ନେଇ ମନରେ ଥିବା ଦୁର୍ଭାବନା ଦୂରେଇବାରେ ସମର୍ଥ ହେବେ।

ପୁଷ୍ୟା- ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ଗୁରୁତୁଲ୍ୟଙ୍କ ସହ ପରାମର୍ଶ କରନ୍ତୁ । ପିଲାଙ୍କୁ ନେଇ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ ତଥା ଚଳଚ୍ଚିତ୍ର, ସାମ୍ବାଦିକତା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।

ଅଶ୍ଳେଷା- ଅନ୍ୟମାନେ ଶତ୍ରୁତା କରିଲେ କିଛି କରିପାରିବେ ନାହିଁ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ଲାଭ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :