• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Leo

ସିଂହ

Sunday 01 Oct 2023

ମଘା- ବହୁତ ଦିନର ଅପୂରଣୀୟ ଆଶା ମନରେ ଅନାଗତ ଭୟ ଓ ଆଶଙ୍କା ସୃଷ୍ଟି କରିପାରେ। ଲକ୍ଷ ହାସଲ ଦିଗରୁ ଦିନଟି ଭଲ ମନେହେଲେ ମଧ୍ୟ ଆପଣଙ୍କ ଉପଭୋଗ୍ୟ ହୋଇପାରିବ ନାହିଁ । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ।

ପୂ- ଫାଲ୍‌ଗୁନୀ- ଅଧସ୍ତନ କର୍ମଚାରୀ କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି କଳହର ମାତ୍ରାକୁ ବଢ଼ାଇପାରନ୍ତି । ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହୋଇପାରେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଦୃଷ୍ଟିକୋଣ ବଦଳି ଯାଇପାରେ ।

ଉ- ଫାଲ୍‌ଗୁନୀ- ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତବା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । କର୍ମକ୍ଷେତ୍ରରୁ ଫେରିବା ସମୟରେ ମୂଲ୍ୟବାନ୍ ଦ୍ରବ୍ୟ ଆଣିପାରନ୍ତି।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :