• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 01 Oct 2023

ଉ- ଫାଲ୍‌ଗୁନୀ- ଅନ୍ୟମାନଙ୍କ କଥାରେ ଭାସି ନଯାଇ ଲୋକକୁ ପରଖି ଯାହା କରିବା କଥା କରନ୍ତୁ । ଆକସ୍ମିକ ଆବଶ୍ୟକତାକୁ ପୂରଣ କରିବାକୁ ଯାଇ ଧାର କରଜ କରିବାକୁ ବାଧ୍ୟ ହେବେ ।

ହସ୍ତା- କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିବନ୍ଧକ ଓ ସମସ୍ୟା ଦେଖାଦେବ। ମୁହଁରେ ହସ ଫୁଟାଇ ପରିସ୍ଥିତିକୁ ନିୟନ୍ତ୍ରଣ କରିବେ। ଯେତେବେଳେ ଯାହା ଚାହିଁବେ ପାଇବେ।

ଚିତ୍ରା- ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ। ଆମଦାନୀ କାରବାର, ପନିପରିବା ଦୋକାନୀ, ହୋଟେଲ ମାଲିକ ବେଶ୍ ଖୁସି ରହିବେ।

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :