• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Libra

ତୁଳା

Sunday 01 Oct 2023

ଚିତ୍ରା- ସହକର୍ମୀ କିମ୍ବା ଅତ୍ମୀୟଙ୍କ ଠାରୁ କୌଣସି ଖବର ପାଇ ବିସ୍ମିତ ହେବେ । ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା କଷ୍ଟ ହୋଇପଡିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ କଥାକୁ ଗ୍ରହଣ କଲେ ସମସ୍ୟାରୁ ମୁକୁଳି ଯାଇପାରନ୍ତି ।

ସ୍ୱାତୀ- ଶିକ୍ଷା, ଗଠନମୂଳକ ଆଲୋଚନା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ଆର୍ଥିକ ଅଭିବୃଦ୍ଧି ପାଇଁ ପଲିସ୍ କରିପାରନ୍ତି । ପରିବାରରେ କାହାର ସ୍ବାସ୍ଥ୍ୟହାନି କାରଣରୁ ମନ ସ୍ଥିର ରହି ପାରିବ ନାହିଁ ।

ବିଶାଖା- କୌଣସି ନୂତନ କାମଟିଏ ଆରମ୍ଭ କରିବା ସକାଶେ ମନ ବଳାଇବେ। ସହାୟତା ନେଇ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ର ସକାଶେ ସାମୟିକ ଚିନ୍ତିତ ରହିବେ, କିନ୍ତୁ ପରକ୍ଷଣରେ ସବୁ କିଛି ଠିକ୍ ହୋଇଯିବ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :