• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 01 Oct 2023

ବିଶାଖା- ଆବଶ୍ୟକତାରୁ ଅଧିକ କହିବା ଅହିତକର ହେବ। ଯାହାକୁ ବିଶ୍ୱାସ କରି କିଛି ଗୋପନୀୟ କଥା କହିବେ, ସେହି ବ୍ୟକ୍ତିହିଁ ସବୁ ସମସ୍ୟା ସୃଷ୍ଟିର କେନ୍ଦ୍ରବିନ୍ଦୁ ପାଲଟିଯିବ। ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ଅନୁରାଧା- ଅଫିସ୍ କାମରେ ମଧ୍ୟାହ୍ନରେ ଟେନସନ୍ ବଢ଼ିପାରେ । ଛାତ୍ରଛାତ୍ରୀ ମାନେ ପଢା ପଢିରେ ନିରନ୍ତର ମନ ଦେବେ । ମିଠା କଥା କହି ପ୍ରତ୍ୟେକ କାମ ହାସଲ କରିବାରେ ସମର୍ଥ ହେବେ।

ଜ୍ୟୋଷ୍ଠା- ପୂର୍ବ ସମସ୍ୟା ବଦଳି ଯାଇ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା କାରଣରୁ ସାମୟିକ ଖୁସି ରହିବେ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :