• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2023: ଏହି ରାଶିର ବ୍ୟକ୍ତି ସାବଧାନ!! ଯାହାକୁ ବିଶ୍ୱାସ କରିବେ, ସେ ହିଁ ପିଠିରେ ଛୁରି ମାରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର । ଚନ୍ଦ୍ର –ମେଷ ଅହୋରାତ୍ର । ତିଥି- ୨ୟା ଦିବା ୦୯.୪୨ ଗତେ । ୩ୟା ଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା । ୦୯.୪୨ ଗତେ ୧ ପାଦ- କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 01 Oct 2023

ମୂଳା- ବନ୍ଧୁମାନଙ୍କ ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।

ପୂ, ଷାଢା- ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି।

ଉ, ଷାଢା- ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଓ ବିରୋଧ ମନୋଭାବ ଯୋଗୁ ବିଚଳିତବୋଧ କରିବେ। ନିର୍ମାଣ କ୍ଷେତ୍ରରେ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ।

 ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :