• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Taurus

ବୃଷ

Thursday 05 Oct 2023

କୃତିକା- ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ । ବ୍ୟବସାୟିକ ଦିଗ ପାଇଁ ଆଜିର ଦିନଟି ବହୁତ ଭଲ ।

ରୋହିଣୀ-ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁଙ୍କ ମାଧ୍ୟମରେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ ।

ମୃଗଶିରା-ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ନିଜର କୌଣସି ବ୍ୟକ୍ତିଗତ କାମ ହାସଲ ପାଇଁ ପର ଉପରେ ନିର୍ଭର କରିବାକୁ ପଡିପାରେ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :