• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Aquarius

କୁମ୍ଭ

Thursday 05 Oct 2023

ଧନିଷ୍ଠା- ପେଶା, ବ୍ୟବସାୟ, ଭାଗୀଦାରୀ ଓ ମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଉତମ ରୋଜଗାର କରିପାରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ।

ଶତଭିଷା- କୌଣସି କାରଣ ନ ଥାଇ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ । ଚାକିରି ବଦଳାଇବାକୁ ଚାହୁଁଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ଭଲ ଅଛି । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଭଲ ରହିବ ।

ପୂ, ଭାଦ୍ରପଦ-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଅଧୟନ, ଅଧ୍ୟାପନା ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆକସ୍ମିକ ଧନ ପାଇବାର ସମ୍ଭାବନା ରହିଛି ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :