• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Gemini

ମିଥୁନ

Thursday 05 Oct 2023

ମୃଗଶିରା- ପାରିବାରିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ଆଶା କରିଥିବା ଦିଗରୁ କୌଣସି ମୂଲ୍ୟବାନ୍ ଜିନିଷ ପ୍ରାପ୍ତି ହେବ । ବକେୟା ଟଙ୍କା ପାଇବାର ଆଶା ଉଜ୍ଜ୍ୱଳତର ହେବ ।

ଆଦ୍ରା- ସାମଜିକ ସ୍ତରରେ ଜନହିତକର କାର୍ଯ୍ୟରେ ନିଜକୁ ଲିପ୍ତ ରଖିବେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ରହିଛି । ଆନୁଷ୍ଠାନିକ କାମରେ କେତେକ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି ।

ପୁନର୍ବସୁ- ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବାର ସମ୍ଭାବନା ରହିଛି । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ଟଙ୍କାପଇସାକୁ କେନ୍ଦ୍ର କରି କଳହ ଲାଗିପାରେ ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :