• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Cancer

କର୍କଟ

Thursday 05 Oct 2023

ପୁନର୍ବସୁ-କୌଣସି କାମ କରିସାରିବା ପରେ ଭଲ ମନ୍ଦବିଚାର କରି ଅସ୍ଥିର ରହିପାରନ୍ତି । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମାନୋଭାବ ଉପୁଜିବ ।

ପୁଷ୍ୟା- ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବାର ବହୁତ ସମ୍ଭାବନା ଅଛି । କଥାବାର୍ତାରେ ଶାଳୀନତା ଅଭାବରୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ସଭା ସମିତିରେ ପାଣ୍ଡିତ୍ୟର ପରିପ୍ରକାଶ ଯୋଗୁ ସୁସମ୍ପର୍କ ସ୍ଥାପିତ ହୋଇପାରେ ।

ଅଶ୍ଳେଷା- ସ୍ୱାର୍ଥହାନୀ ଆଶଙ୍କାରେ ଆତ୍ମୀୟ ସ୍ୱଜନ ଦୂରେଇ ଯାଇପାରନ୍ତି । ଯାହା ଆଶା କରୁଥିଲେ ତାହା ଆଜି ବିଳମ୍ବରେ ପାଇବେ । ଅନ୍ୟର ଅସୁବିଧା ଦୂର ପାଇଁ ନିଜକୁ କଷ୍ଟ ସ୍ୱୀକାର କରିବାକୁ ପଡିପାରେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :