• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Leo

ସିଂହ

Thursday 05 Oct 2023

ମଘା- ଖୋଜୁଥିବା ଜିନିଷର ସନ୍ଧାନ ମିଳିବ । ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ ନିରବତାକୁ ପ୍ରାଧାନ୍ୟ ଦେବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା କମି କମି ଆସିବ ।

ପୂ- ଫାଲ୍‌ଗୁନୀ- ଅଫିସିଆଲି କାମରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ପଛ କଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ ହେବ । ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ ।

ଉ- ଫାଲ୍‌ଗୁନୀ- ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନ ଆନମନା ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକଲେ ବିବାଦ ଗ୍ରସ୍ତ ହୋଇପଡିବେ ।

ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିପାରନ୍ତି ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :