• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Virgo

କନ୍ୟା

Thursday 05 Oct 2023

ଉ- ଫାଲ୍‌ଗୁନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।

ହସ୍ତା- ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଅଫିସର ମାହୋଲ କିଛି ଖାସ ଭଲ ରହିବ ନାହିଁ. ସେଥିପାଇଁ ଚିନ୍ତାରେ ରହିବେ । ରାଜନୀତିରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ ।

ଚିତ୍ରା- ପ୍ରେମ ସମ୍ପର୍କ ଦୃଷ୍ଟି କୋଣରୁ ସମୟ ଅନୁକୂଳ ରହିବ । ଅନେକ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ । ଜମି ସମ୍ବନ୍ଧୀୟ ବିବାଦକୁ କୋର୍ଟ କୁ ନେବା ପରିବର୍ତ୍ତେ  ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚେଷ୍ଟା କରନ୍ତୁ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :