• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Libra

ତୁଳା

Thursday 05 Oct 2023

ଚିତ୍ରା- ଦାମ୍ପତ୍ୟ ଜୀବନରେ ବିବାଦ ସୃଷ୍ଟି ହୋଇପାରେ । ବ୍ୟବସାୟରେ ଲାଭ ପାଇବେ । ଆର୍ଥିକ ସମସ୍ୟାକୁ ଏଡାଇବା ପାଇଁ ଖର୍ଚ୍ଚ କମ୍ କରନ୍ତୁ । ପରିବାର ସଦସ୍ୟଙ୍କ କାର୍ଯ୍ୟ କଳାପକୁ ନେଇ କ୍ରୋଧିତ ହୋଇପାରନ୍ତି ।

ସ୍ୱାତୀ- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।

ବିଶାଖା- ଗୃହୋପକରଣ କ୍ରୟ କରିବାଯୋଗେ ଆର୍ଥିକ ସଙ୍କଟ ଦେଖାଦେବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :