• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Scorpio

ବିଛା

Thursday 05 Oct 2023

ବିଶାଖା- ବ୍ୟବସାୟରେ ବଡ ଧରଣର ଆର୍ଥିକ ଲାଭ ହୋଇପାରେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟରେ ଦାୟିତ୍ୱ ନେଇ ପ୍ରଶଂସା ପାଇବେ ।

ଅନୁରାଧା- ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ।

ଜ୍ୟୋଷ୍ଠା-ଆନିଷ୍ଠାନିକ କାମରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :