• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌, ନିଜ ଲୋକ ହଇରାଣରେ ପକାଇବେ

  ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Sagittarius

ଧନୁ

Thursday 05 Oct 2023

ମୂଳା- ପୁରାତନ ରୋଗର ପୀଡା କ୍ରମଶଃ ହ୍ରାସ ପାଇପାରେ । ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟିହେବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।

ପୂ, ଷାଢା- ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧିରେ ସହାୟକ ହେବ । ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

ଉ, ଷାଢା-ଯାତ୍ରା କାଳରେ ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ । ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ବିବାଦୀୟ ଘଟଣାରେ ନିରବତା ଶ୍ରେୟ ଅଟେ ନଚେତ୍ ସମସ୍ୟା ଭିତରକୁ ଯାଇପାରନ୍ତି ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :