• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2023: ଏହି ରାଶିର ବ୍ୟକ୍ତି ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।

Pisces

ମୀନ

Saturday 16 Sep 2023

 ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।

ଉ, ଭାଦ୍ରପଦ- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ

ରେବତୀ- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ ।

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :