• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2023: ଏହି ରାଶିର ବ୍ୟକ୍ତି ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।

Cancer

କର୍କଟ

Saturday 16 Sep 2023

ପୁନର୍ବସୁ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ପୁଷ୍ୟା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।

ଅଶ୍ଳେଷା- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :