• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2023: ଏହି ରାଶିର ବ୍ୟକ୍ତି ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।

Virgo

କନ୍ୟା

Saturday 16 Sep 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।

ହସ୍ତା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷାକ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇପାରନ୍ତି ।

ଚିତ୍ରା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।

 ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :