• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2023: ଏହି ରାଶିର ବ୍ୟକ୍ତି ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।

Scorpio

ବିଛା

Saturday 16 Sep 2023

ବିଶାଖା- ପରୋକ୍ଷ ଶତ୍ରୁତା ଦୈନିକ ଜୀବନର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ କଳହ ଲାଗିଲେ ସମ୍ପର୍କହାନୀ ହୋଇପାରେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।

ଅନୁରାଧା- ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।

ଜ୍ୟୋଷ୍ଠା- ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :