• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2023: ଏହି ରାଶିର ବ୍ୟକ୍ତି ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।

Sagittarius

ଧନୁ

Saturday 16 Sep 2023

ମୂଳା- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ ।

ପୂ, ଷାଢା- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।

ଉ, ଷାଢା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ଧର୍ମକାର‌୍ୟ୍ୟର ଆଲୋଚନା କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :