• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2023: ଏହି ରାଶିର ବ୍ୟକ୍ତି ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।

Capricorn

ମକର

Saturday 16 Sep 2023

ଉ, ଷାଢା- ଶାରୀରିକ ଅସୁସ୍ଥତାଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ରାଜନୀତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଧନିଷ୍ଠା- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :