• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 20 Sep 2023

କୃତିକା- ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । 

ରୋହିଣୀ- ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।

ମୃଗଶିରା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାକୁ ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :