• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Pisces

ମୀନ

Wednesday 20 Sep 2023

ପୂ, ଭାଦ୍ରପଦ- ବନ୍ଧୁ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ ।

ଉ, ଭାଦ୍ରପଦ- ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ । 

ରେବତୀ- ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବବ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । ମାଲିମକଦ୍ଦମାରେ ବିଜୟୀ ହେବା ସହ ଜୀବନ ଆନନ୍ଦମୟ ହେବ । 

ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :