• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Gemini

ମିଥୁନ

Wednesday 20 Sep 2023

ମୃଗଶିରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । 

ଆଦ୍ରା- ବିବାହ ଆଦି ଶୁଭକାର୍ଯ୍ୟରେ ଯୋଗଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିୟୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର‌୍ୟ୍ୟ ପାଇବେ । 

ପୁନର୍ବସୁ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :