• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 20 Sep 2023

ପୁନର୍ବସୁ- ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ ।

ପୁଷ୍ୟା- ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ, ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।

ଅଶ୍ଳେଷା- ପିତାମାତାଙ୍କ ସହଯୋଗ ପାଇବେ । କୋର୍ଟର ଶୁଣାରେ ମନ ଆନନ୍ଦିତ ରହିବ । ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :