• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Libra

ତୁଳା

Wednesday 20 Sep 2023

ଚିତ୍ରା- ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।

ସ୍ୱାତୀ- ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । 

ବିଶାଖା- ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସ୍ଥିମିର ଗୁରୁତ୍ୱର ହେବ ନାହିଁ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :