• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Scorpio

ବିଛା

Wednesday 20 Sep 2023

ବିଶାଖା- ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦୋନ୍ନତି ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ଅନୁରାଧା- ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ ।

ଜ୍ୟୋଷ୍ଠା- ଅଦାଲତରେ ଜୟଯୁକ୍ତ ହେବେ । ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । 

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :