• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Sagittarius

ଧନୁ

Wednesday 20 Sep 2023

ମୂଳା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । 

ପୂ, ଷାଢା- ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୌଣସି କାରଣରୁ ମନ ଭଲ ରହିବ ନାହିଁ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । 

ଉ, ଷାଢା- ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :