• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Aries

ମେଷ

Monday 16 Oct 2023

ଅଶ୍ୱନୀ- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ ।

ଦ୍ୱିଜା- ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇପାରନ୍ତି ।

କୃତିକା- ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :