• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Taurus

ବୃଷ

Monday 16 Oct 2023

କୃତିକା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ ।

ରୋହିଣୀ- ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତ୍ରୁଟି ସ୍ୱକାର କରିବେ ।

ମୃଗଶିରା- ଅନଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଖେଳକୁଦରେ ମନ ଦେବେ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :