• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Monday 16 Oct 2023

ଧନିଷ୍ଠା- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ ।

ଶତଭିଷା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ପୂ, ଭାଦ୍ରପଦ- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :