• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Pisces

ମୀନ

Monday 16 Oct 2023

ପୂ, ଭାଦ୍ରପଦ- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ଉ, ଭାଦ୍ରପଦ- ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ

ରେବତୀ- କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :